ଭୁବନେଶ୍ବର: ସ୍ୱାଭାବିକ ଭାବରେ ଚାଲିଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି। ମଙ୍ଗଳ ଆଳତି ପରେ ହୋଇଛି ଧାଡ଼ି ଦର୍ଶନ। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତିଙ୍କ ପକ୍ଷରୁ ମିଳିଛି ଏହି ସୂଚନା। କ୍ଷୀର ଆଉଟା ନୀତିକୁ ନେଇ ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁଁ ବନ୍ଦ ଥିଲା ନୀତିକାନ୍ତି।
powered by social2s

