ଓଡ଼ିଶାରେ ଏପ୍ରିଲ ୧୬ରୁ ଜନଗଣନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଓଡ଼ିଶାରେ ଏପ୍ରିଲ ୧୬ରୁ ଆରମ୍ଭ ହେବ ଜନଗଣନା। ମେ' ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଜନଗଣନା। ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବ। ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ଯାଇ ହେବ ଜନଗଣନା। ୨୦୨୭ ଫେବ୍ରୁଆରୀରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନଗଣନା ହେବ।

powered by social2s