ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା ବୃଦ୍ଧି କଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୮ ଶହ ବଦଳରେ ଗ୍ରାମରକ୍ଷୀ ପାଇବେ ୨୫ ଶହ ଟଙ୍କା। ଯେଉଁ ଥାନା ଅଧୀନରେ କାମ କରୁଥିବେ ସପ୍ତାହକୁ ଥରେ ଯାଇ ଉପସ୍ଥାନ ଦେବେ।

powered by social2s