ଗଣତନ୍ତ୍ର ଦିବସରେ କୋରାପୁଟରେ ଆମିଷ ନିଷେଧ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କୋରାପୁଟ: ଗଣତନ୍ତ୍ର ଦିବସରେ କୋରାପୁଟ ଜିଲ୍ଲାରେ ଆମିଷ ଖାଇବା ନିଷେଧ। ଜାନୁଆରୀ ୨୬ରେ ଆମିଷ ବିକ୍ରି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲେ ଜିଲ୍ଲା ପ୍ରଶାସନ। ସମସ୍ତ ବିଡିଓ, ତହସିଲଦାର ଓ ନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ମାଛ, ମାଂସ ଓ ଅଣ୍ଡା ବିକ୍ରି ନକରିବାକୁ କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ଦେଇଛନ୍ତି ନିର୍ଦ୍ଦେଶ।

powered by social2s