ଭୁବନେଶ୍ବର: ସୋମବାର ହେବନି କୌଣସି ସରକାରୀ ବୈଠକ। ଏନେଇ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ସୋମବାର କୌଣସି ବୈଠକ ନ ରଖି ଅଭିଯୋଗ ଶୁଣାଣିକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଗର୍ଗ। ପ୍ରତ୍ୟେକ ମାସର ୩ୟ ଶନିବାର ଭିତ୍ତିଭୂମି ପ୍ରକଳ୍ପର ସମୀକ୍ଷା ପାଇଁ ଦିଆଯାଇଛି ନିର୍ଦ୍ଦେଶ।
powered by social2s

