ଭୋଗରାଇ ହାଟରେ ଭୟାବହ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜଳେଶ୍ବର: ବାଲେଶ୍ଵର ଜିଲ୍ଲା ଭୋଗରାଇ ହାଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଜଳିଗଲା ୫ଟି ଦୋକାନ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ବିଦ୍ୟୁତ ସର୍ଟସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା। ଅଗ୍ନିଶମ ଟିମ୍ ଦ୍ବାରା ନିଆଁ ଆୟତ୍ତ କରାଯାଇଛି।

powered by social2s