ଭୁବନେଶ୍ବର: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଅଜିତ ପାୱାରଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା। ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ ଦୁର୍ଘଟଣା ଘଟିଛି। ବାରାମତୀରେ ଅବତରଣ ବେଳେ କ୍ରାସ୍ ହୋଇଥିଲା ବିମାନ।
powered by social2s

