ଭୁବନେଶ୍ବର: କେନ୍ଦ୍ରୀୟ ବଜେଟରେ ଓଡ଼ିଶାର ରେଳ ବିକାଶ ପାଇଁ ୧୦,୯୨୮ କୋଟିର ଆବଣ୍ଟନ ହୋଇଛି। ରାଜ୍ୟରେ ପ୍ରାୟ ୯୦,୬୫୯ କୋଟି ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ଅମୃତ ଷ୍ଟେସନ ଯୋଜନାରେ ୫୯ଟି ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ଜାରି ରହିଛି। ୬ଟି ବନ୍ଦେ ଭାରତ ଓ ୬ଟି ଅମୃତ ଭାରତ ଏକ୍ସପ୍ରେସ ଯାତ୍ରୀ ପରିବହନ ସେବାକୁ ସୁଗମ କରିଛି ବୋଲି ସୂଚନା ଦେଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
powered by social2s

