ଓଡ଼ିଶାରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଓଡ଼ିଶାରେ ଗଡ଼ିଲା ୨୫୦ ନୂଆ ଆମ୍ବୁଲାନ୍ସ। ଦ୍ବିତୀୟ ପର୍ଯ୍ୟାୟରେ ୨୫୦ ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍‌ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା। ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ନିଆଯାଇଛି ଏହି ପଦକ୍ଷେପ।

powered by social2s