ଭୁବନେଶ୍ୱର: ବ୍ୟାଟେରୀ ଅଟୋକୁ ଧକ୍କା ଦେଲା ଟ୍ରାଭେଲର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ବରଗଡ଼ ବ୍ରିଟ୍ କଲୋନୀ ମୁଖ୍ୟ ରାସ୍ତାରେ ଦୁର୍ଘଟଣା ଘଟିଛି। ଆହତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଡ୍ରାଇଭର ଥାନାରେ ଅଟକ ଥିବା ସୂଚନା। ଡ୍ରାଇଭର ନିଶାଶକ୍ତ ଅବସ୍ଥାରେ ଗାଡ଼ି ଚଲାଉଥିବା ଅଭିଯୋଗ କଲେ ସ୍ଥାନୀୟ ଲୋକେ।
powered by social2s

