ଗଞ୍ଜାମ ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣା: ୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଖଲ୍ଲିକୋଟ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ପରିବାରର ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ସହାୟତା ପାଇଁ ଦେଲେ ନିର୍ଦ୍ଦେଶ। ସ୍କୁଲ୍‌ ପରିସରରେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର। ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସର ହଷ୍ଟେଲ୍‌ରେ ଘଟିଛି ଅଘଟଣ। ସକାଳୁ ହଠାତ୍‌ ଛାତ୍ର ଜଣଙ୍କ ଅଚେତ ହୋଇପଡ଼ିଥିଲେ। ମେଡିକାଲ୍‌ରେ ମୃତ ଘୋଷଣା କଲେ ଡାକ୍ତର।.ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

powered by social2s