ଭୁବନେଶ୍ବର: ଆଜି ସକାଳୁ ଭୁବନେଶ୍ୱର, କଟକ ଓ ପୁରୀରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି। ଭୁବନେଶ୍ବରରେ ଓ କଟକରେ ପ୍ରବଳ କୁହୁଡ଼ି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ରାସ୍ତା ଦେଖା ଯାଉନଥିବାରୁ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଥିଲା। ପୁରୀରେ ମଧ୍ଯ ସକାଳୁ ସକାଳୁ ଘନ କୁହୁଡିର ଆସ୍ତରଣରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର।
powered by social2s

