କୋରାପୁଟରେ ଧସିଲା କେନାଲ ବ୍ରିଜ୍‌; ଯାତାୟାତ ବାଧାପ୍ରାପ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଜୟପୁର: କୋରାପୁଟରେ ଧସିଲା ଜଳସେଚନ ବିଭାଗର ସର୍ବପୁରାତନ କେନାଲ ବ୍ରିଜ୍‌। ବାରିଣୀପୁଟ ପଞ୍ଚାୟତର ଅନେକ ଗାଁକୁ ଯାତାୟାତ ସଂପୂର୍ଣ୍ଣ ପ୍ରଭାବିତ ହୋଇଛି। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

powered by social2s