ଓଡ଼ିଶାର ୮ ଜିଲ୍ଲାରେ ବର୍ଷା ଆଶଙ୍କା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ଆଜି ଓଡ଼ିଶାର ୮ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ହୋଇପାରେ ବର୍ଷା। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର ଓ ଭଦ୍ରକରେ ବର୍ଷା ସମ୍ଭାବନା ରହିଛି ଶ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ଯାଜପୁର, କଟକ ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

powered by social2s