ପୁରୀ: ମାର୍ଚ୍ଚ ୩ ତାରିଖ ଦୋଳ ପୂର୍ଣ୍ଣିମାରେ କେତୁଗ୍ରସ୍ତ ଚନ୍ଦ୍ର ଗ୍ରହଣ। ପୁରୀକୁ ଦିନ ୩ଟା ୨୦ ମିନିଟ୍ ୧୭ ସେକେଣ୍ଡରେ ସ୍ପର୍ଶ କରିବ ଗ୍ରହଣ। ସୂର୍ଯ୍ୟୋଦୟ ପରଠୁ ପାକତ୍ୟାଗ ଓ ଦେବନୀତି ନିଷେଧ ରହିବ। ଗ୍ରହଣ ସର୍ବମୋକ୍ଷ ହେବା ପରେ ମହାପ୍ରଭୁଙ୍କର ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ରାତି ୮ଟାରୁ ୯ଟା ୩୦ ମଧ୍ୟରେ ରାଜାଧିରାଜ ବେଶ ଅନୁଷ୍ଠିତ ହେବ। ରାତି ୧୦ଟାରେ ଦୋଳବେଦୀରେ ବିଜେ କରିବେ ଚଳନ୍ତି ପ୍ରତିମା ।
powered by social2s

