୨୪ ଘଣ୍ଟାରେ ଓଡ଼ିଶାର ୧୫ ଜିଲ୍ଲାରେ ବର୍ଷା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ବର୍ଷା ନେଇ ଓଡ଼ିଶାର ୧୫ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ ଭଦ୍ରକ, ବାଲେଶ୍ଵର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବର୍ଷା ସମ୍ଭାବନା ରହିଛି। ୩୦ରୁ ୪୦ କିମି ବେଗରେ ପବନ ସହ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

powered by social2s