ଭୁବନେଶ୍ବରରେ କାନ୍ଥ ଭୁଶୁଡ଼ି ୨ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଭୁବନେଶ୍ବର ବଡ଼ଗଡ଼ ଭୋଇସାହିରେ କାନ୍ଥ ଭୁଶୁଡ଼ି ୨ ଜଣଙ୍କ ମୃତ୍ୟୁ ହୋଇଛି। ଅନ୍ୟ ୪ ଜଣ ଗୁରୁତର ଅବସ୍ଥାରେ କ୍ୟାପିଟାଲ୍‌ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିବା ସୂଚନା। ଡ୍ରେନ୍‌ କାମ ଚାଲିଥିଲା ବେଳେ ଭୁଶୁଡ଼ିଲା କାନ୍ଥ।

powered by social2s