ଭୁବନେଶ୍ବର: ଭୁବନେଶ୍ବରରେ ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଇଗିଣିଆରେ ଘଟିଥିବା ଦୁଃଖଦ ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଉଭୟ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଲେଖାଏଁ ମିଳିବ। ଗତକାଲି ପ୍ରବଳ ବର୍ଷା ଓ ପବନ ଯୋଗୁଁ ଭୁଷୁଡ଼ିଯାଇଥିଲା ହୋର୍ଡ଼ିଂ ।
powered by social2s

