ଚୌଦ୍ବାର: ବିଶିଷ୍ଟ ଘୋଡ଼ାନାଚ କଳାକାର ଉତ୍ସବ ଚରଣ ଦାସଙ୍କ ପରଲୋକ ଘଟିଛି । ଅସୁସ୍ଥତା ଯୋଗୁଁ କଟକ ଜିଲ୍ଲା ଚୌଦ୍ବାରର ଏକ ଘରୋଇ ହସ୍ପିଟାଲରେ ତାଙ୍କ ଦେହାନ୍ତ ହୋଇଛି। ପାରମ୍ପରିକ ଘୋଡ଼ାନାଚ ଉଜ୍ଜୀବିତ ରଖିବାରେ ଉତ୍ସବ ଚରଣ ଦାସଙ୍କର ଥିଲା ବିଶିଷ୍ଟ ଅବଦାନ। କଳା କ୍ଷେତ୍ରରେ ଅବଦାନ ପାଇଁ ୨୦୨୧ରେ ପଦ୍ମଶ୍ରୀରେ ସମ୍ମାନିତ ହୋଇଥିଲେ। -
powered by social2s

