ପୁରୀ : ଆଜିଠାରୁ ପୁରୀ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆସନ୍ତା ମେ ମାସ ୧୫ ତାରିଖ ଯାଏ ଭକ୍ତଙ୍କ ପ୍ରବେଶ ମନା କରାଯାଇଛି। ପୁରୀ ଶ୍ରୀମନ୍ଦିର ସହ କୋଣାର୍କ ସୂର୍ଯ୍ୟ ମନ୍ଦିରରେ ମଧ୍ୟ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଛି। କୋଭିଡ ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
powered by social2s