ଦୋଳ ପୂର୍ଣ୍ଣିମା ପାଇଁ ଶ୍ରୀମନ୍ଦିର ନିକଟରେ ଠେଲାପେଲା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଦୋଳ ପୂର୍ଣ୍ଣିମା ପାଇଁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ବଡ଼ଦାଣ୍ଡରେ ଭକ୍ତଙ୍କ ମଧ୍ୟରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ମହାପ୍ରଭୁ ବିଜେ ବେଳେ ଠେଲାପେଲା ସ୍ଥିତି ଦେଖିବାକୁ ମିଳିଛି।

powered by social2s