ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ଖସାପଡାଲାଗି ନୀତି ଅନୁଷ୍ଠିତ ହେବ।
powered by social2s