ପୋଖରୀରେ ବୁଡ଼ି ୨ ନାବାଳକ ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ରାଇସୁଆଁ ପୁରୁଣା ଥାନା ନିକଟରେ ପୋଖରୀରେ ବୁଡ଼ି ୨ ନାବାଳକଙ୍କ ମୃତ୍ୟୁ ହୋଇଛି। ଗାଧୋଇବା ବେଳେ ଘଟିଛି ଅଘଟଣ। ମେଡିକାଲ୍‌ରେ ଉଭୟଙ୍କୁ ମୃତ ଘୋଷଣା କଲେ ଡାକ୍ତର।

powered by social2s