ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ଅଂଶୁଘାତ ମୁକାବିଲା ପାଇଁ ଓଡ଼ିଶା ସରକାର ନେଲେ ସ୍ବତନ୍ତ୍ର ପଦକ୍ଷେପ। ଗୃହରେ ସ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଦେଇଥିବା ସୂଚନା ଅନୁଯାୟୀ, ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ୩୦ ଜିଲ୍ଲା, ଟ୍ୱିନ୍‌ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ପ୍ରସ୍ତୁତ ହୋଇଛ। ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ। ରାଜ୍ୟ ଓ ଜିଲ୍ଲାସ୍ତରରେ ଖୋଲିଛି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍। ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି।

powered by social2s