ଆସନ୍ତା ଶିକ୍ଷା ବର୍ଷରୁ ଶାରୀରିକ ଶିକ୍ଷା: ମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା। ଗୃହରେ ଉତ୍ତର ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ଜାତୀୟ ଶିକ୍ଷା ନୀତି ୨୦୨୦ ଅଧୀନରେ ଶାରୀରିକ ଶିକ୍ଷା ଦିଆଯିବ। ଏବେ ଡିଜିଟାଲ୍ କ୍ଲାସରୁମ୍‌ରେ ଇ-କଣ୍ଟେଣ୍ଟ ଦ୍ୱାରା ଶିକ୍ଷା ଦିଆଯାଉଛି ବୋଲି ସୂଚନା ଦେଲେ ମନ୍ତ୍ରୀ।

powered by social2s