ଦୋକାନରେ ଜଳିଗଲେ ବାପପୁଅ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ୍ ସାନପଦର ଗାଁରେ ଜୀଅନ୍ତା ଜଳିଗଲେ ବାପପୁଅ। ଦୋକାନରେ ଶୋଇଥିବା ବେଳେ ବାପପୁଅ ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡ଼ିଛି। ବେଗୁନିଆ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି।

powered by social2s