କଟକ ଏସ୍ ସି ବି ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କଟକ: କଟକ ଏସ୍ ସି ବି ମେଡିକାଲ ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏସ୍ ସି ବି ମେଡିକାଲରେ ହୋଇଥିବା ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ଥିଲେ ୨୩ ରୋଗୀ। ୨୩ ରୋଗୀଙ୍କ ସ୍ଥାନାନ୍ତର ସମୟରେ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

powered by social2s