ମାର୍ଚ୍ଚ ୨୦ ଯାଏଁ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ମାର୍ଚ୍ଚ ୨୦ ତାରିଖ ଯାଏଁ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା ରହିଛି। ରାଜ୍ୟରେ ଅନୁଭୂତ ହୋଇପାରେ ମେଘୁଆ ପାଗକୁ ହାଲୁକା ପବନ । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ କିଛିଦିନ ହେଲା ଜାରି ରହିଛି ଏଭଳି ପାଗ । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ପୁରୀ, ଜଗତ୍ସିଂହପୁର, ଢେଙ୍କାନାଳ, କଟକ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଭଲି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

powered by social2s