ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ଆଜିଠୁ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ରହିପାରେ ପ୍ରଭାବ। ଆସନ୍ତା ୨୪ ଘଣ୍ଟା ପାଇଁ ୬ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡ଼ିକ ହେଲା ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ।

powered by social2s