ଭୁବନେଶ୍ବରରେ ମାର୍କେଟ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଭୁବନେଶ୍ବର ସି ଆର୍ ପି ଛକ ନିକଟ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଦୋକାନରେ ଲାଗିଛି ନିଆଁ। ନିଆଁ ଲାଗିବାର କାରଣ ଜଣାପଡ଼ି ନାହିଁ। ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି।

powered by social2s