ପାଚିକା ଆନ୍ଦୋଳନ ପ୍ରତ୍ୟାହୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆନ୍ଦୋଳନ ପ୍ରତ୍ୟାହାର କଲା ପାଚିକା ସଂଘ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ପ୍ରତିଶ୍ରୁତି ଦିଆଯାଇଛି। ବିଭିନ୍ନ ଦାବି ନେଇ ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗରେ କରୁଥିଲେ ଆନ୍ଦୋଳନ।

powered by social2s