ଭୁବନେଶ୍ବର: ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ପାଇଁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୋଲିସ ପ୍ରଶାସନକୁ ପଦକ୍ଷେପ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଆସନ୍ତା ୨୭ରେ ଶ୍ରୀରାମ ନବମୀ ଉତ୍ସବ ପାଳିତ ହେବାକୁ ଯାଉଛି। ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା ପରେ ଦେଲେ ନିର୍ଦ୍ଦେଶ ଜାରି କରାଯାଇଛି।
powered by social2s

