ଭୁବନେଶ୍ବର: ଆଜି ପବିତ୍ର ଅଶୋକାଷ୍ଟମୀ। ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଏକାମ୍ର କ୍ଷେତ୍ରରେ ସ୍ରୁଷ୍ଟି ହୋଇଛି ଭକ୍ତିମୟ ପରିବେଶ । ଏକାମ୍ର କ୍ଷେତ୍ରର ରଥଦାଣ୍ଡରେ ଗଡ଼ିବ ଅଣଲେଉଟା ରୁକୁଣା ରଥ। ରଥରେ ଦର୍ଶନ ଦେବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ରଥରେ ବିରାଜିବେ ଶକ୍ତିସ୍ବରୂପିଣୀ ମା’ ରୁକ୍ମିଣୀ ଓ ପ୍ରଭୁ ବାସୁଦେବ। ସୂଚନା ଅନୁଯାୟୀ, ୨ଟା ୩୦ରେ ରଥ ଟଣା ନୀତି ଆରମ୍ଭ ହେବ।
powered by social2s

