ଶ୍ରୀରାମ ନବମୀରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ପବିତ୍ର ଶ୍ରୀରାମ ନବମୀ, ମର୍ଯ୍ୟାଦାପୁରୁଷ ଶ୍ରୀରାମଚନ୍ଦ୍ରଙ୍କର ଜନ୍ମତିଥି। ପ୍ରଭୁ ରାମଙ୍କ ଦର୍ଶନ ପାଇଁ ବିଭିନ୍ନ ମନ୍ଦିରରେ ପ୍ରବଳ ଭିଡ଼। ସକାଳୁ ଭୁବନେଶ୍ବର ରାମ ମନ୍ଦିରରେ ଭଙ୍କଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀରାମ ଜନ୍ମନୀତି। ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ ଅନୁଷ୍ଠିତ ହେବ ଶ୍ରୀରାମଙ୍କ ଜନ୍ମନୀତି । ଅପରାହ୍ନ ୫ଟାରୁ ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

powered by social2s