ଭୁବନେଶ୍ବର: ପେଟ୍ରୋଲ୍ ଓ ଡିଜେଲ୍ ଉପରୁ କମିଲା ଏକ୍ସସାଇଜ୍ ଡ୍ୟୁଟି। ଏକ୍ସସାଇଜ୍ ଡ୍ୟୁଟି ହ୍ରାସ କଲେ କେନ୍ଦ୍ର ସରକାର। ପେଟ୍ରୋଲ ଉପରେ ଏକ୍ସସାଇଜ୍ ଡ୍ୟୁଟି ହ୍ରାସ ପାଇଁ ୧୩ରୁ ୩ ଟଙ୍କା ହେଲା। ଡିଜେଲ୍ ଉପରେ କୌଣସି ଏକ୍ସସାଇଜ୍ ଡ୍ୟୁଟି ଲାଗୁ ହେବ ନାହିଁ। ପୂର୍ବରୁ ଡିଜେଲ୍ ଉପରେ ଏକ୍ସସାଇଜ୍ ଡ୍ୟୁଟି ଥିଲା ୧୦ ଟଙ୍କା।
powered by social2s

