ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବୁର୍ଲା: ସମ୍ବଲପୁର ଜିଲ୍ଲା ବୁର୍ଲା ଭୀମସାରର ଜଣେ ପିଜି ପ୍ରଥମ ବର୍ଷର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ୩୦ଟି ବଟିକା ଖାଇ ଜୀବନ ହାରିବା ଉଦ୍ୟମ କଲେ ଛାତ୍ରୀ। ତାଙ୍କୁ ଗୁରୁତର ଅବସ୍ଥାରେ ଆଇସିୟୁରେ ଭର୍ତ୍ତି କରାଯାଇଛି।

powered by social2s