ଭୁବନେଶ୍ବର: ଓଡ଼ିଶାରେ ସକାଳୁଆ ସ୍କୁଲ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଛି ନିର୍ଦ୍ଦେଶ। ସକାଳ ସାଢ଼େ ୬ରୁ ଦିନ ସାଢ଼େ ୧୦ ପର୍ଯ୍ୟନ୍ତ ଚାଲିବ ସ୍କୁଲ୍। ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଓ ଘରୋଇ ସ୍କୁଲ୍ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଗ୍ରୀଷ୍ମ ଛୁଟି ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ଜାରି ରହିବ। ଏନେଇ ପ୍ରତି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କଲେ ଗଣଶିକ୍ଷା ସଚିବ।
powered by social2s

