ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ସ୍କୁଲ ପ୍ରବେଶ ଅବସରରେ କୁନି କୁନି ପିଲାଙ୍କୁ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ରାଜଭବନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପିଲାଙ୍କ ସହ ଭାବ ବିନିମୟ ପରେ ଖଡ଼ି ଛୁଆଁଇଲେ ମୁଖ୍ୟମନ୍ତ୍ରୀ। ସ୍କୁଲ୍‌ରେ ଆରମ୍ଭ ହୋଇଛି ନୂତନ ଶିକ୍ଷାବର୍ଷର ପାଠପଢ଼ା। ପାରମ୍ପାରିକ ରୀତିନୀତିରେ ପିଲାଙ୍କର ହେଲା ପ୍ରବେଶ ଉତ୍ସବ।

powered by social2s