ଓଡ଼ିଶା ଖାଦ୍ୟ ସୁରକ୍ଷା ହିତାଧିକାରୀ ପାଇବେ ଅତିରିକ୍ତ ପାଞ୍ଚ କିଲୋ ଚାଉଳ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଭୁବନେଶ୍ୱର: କୋଭିଡ଼ ର ଦ୍ବିତୀୟ ଲହର ଜନିତ ପରିସ୍ଥିତି କୁ ଦୃଷ୍ଟିରେ ରଖି ଓଡ଼ିଶା ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ମଇ ମାସରୁ ଅତିରିକ୍ତ ପାଞ୍ଚ କେଜି ଚାଉଳ ମାଗଣାରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

 

ମଇ ଓ ଜୁନ ଦୁଇ ମାସ ପାଇଁ ହିତାଧିକାରୀ ମାନେ ମାଗଣାରେ ଅତିରିକ୍ତ ପାଞ୍ଚ କେଜି ଲେଖାଏଁ ଚାଉଳ ପାଇବେ ।

ଏହା ଦ୍ବାରା ବାର ଲଷ ହିତାଧିକାରୀ ଉପକାର ପାଇବେ ଏବଂ ରାଜ୍ୟ ସରକାର ଏ ବାବଦ ସମ୍ପୂର୍ଣ୍ଣ ଖର୍ଚ୍ଚ ବହନ କରିବେ ।

 

powered by social2s