ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ବନାଞ୍ଚଳ ମଧୁପୁର ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା ଓ ତାଙ୍କ ଝିଅ ପ୍ରାଣ ହରାଇଛନ୍ତି। ଦଣ୍ଡନାଚ ଦେଖି ଫେରୁଥିଲେ ବାପା, ମା' ଓ ଝିଅ। ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଗଲେ ବାପା। ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
powered by social2s