ଭୁବନେଶ୍ଵର: କିମ୍ବଦନ୍ତୀ ଗାୟିକା ଆଶା ଭୋସ୍ଲେଙ୍କ ପରଲୋକ ଘଟିଛି। ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସ୍ଲେ। ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି। ୯୨ ବର୍ଷ ବୟସରେ ଆଖି ବୁଝିଲେ ଆଶା ଭୋସ୍ଲେ।
powered by social2s