ବାରିପଦା: ମୟୁରଭଞ୍ଜ ଜିଲ୍ଲାରେ ଝାଡ଼ାବାନ୍ତିରେ ଅସୁସ୍ଥ ଛାତ୍ରୀଙ୍କ ମୃତ୍ୟୁ ହେବା ପରେ ଜଣେ ପ୍ରଧାନଶିକ୍ଷକ ନିଲମ୍ବିତ ହୋଇଛନ୍ତି। ରାସଗୋବିନ୍ଦପୁର ବ୍ଲକ୍ କକାବନ୍ଧ ଆଶ୍ରମ ସ୍କୁଲ୍ ପ୍ରଧାନ ଶିକ୍ଷକ ନିଲମ୍ବିତ ହୋଇଥିବା ସୂଚନା। ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲେ ଅତିରିକ୍ତ ଜିଲ୍ଲାପାଳ। ମୃତ ଛାତ୍ରୀଙ୍କ ପରିବାରକୁ ୩ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ରାଶି ଘୋଷଣା କରାଯାଇଛି। ୨ ଦିନ ତଳେ ହଷ୍ଟେଲରେ ପଖାଳ ଭାତ ଖାଇ ଛାତ୍ରୀ ଅସୁସ୍ଥ ହୋଇଥିଲେ।
powered by social2s

