ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଦର୍ଶନ। ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ପାଇଁ ବନ୍ଦ ରହିବ ଦର୍ଶନ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ।
powered by social2s