ଭୁବନେଶ୍ବର: ପ୍ରକାଶ ପାଇଲା ସିବିଏସ୍ଇ ଦଶମ ପରୀକ୍ଷା ଫଳ। ୱେବସାଇଟରେ ଉପଲବ୍ଧ ହେଲା ରେଜଲ୍ଟ। ଛାତ୍ରଛାତ୍ରୀ http://cbse.gov.inରେ ଦେଖିପାରିବେ ରେଜଲ୍ଟ । UMANG Appରେ ମଧ୍ୟ ଦେଖିପାରିବେ ରେଜଲ୍ଟ। ସାରା ଦେଶରୁ ୨୫ ଲକ୍ଷ ପରୀକ୍ଷାର୍ଥୀ ଦେଇଥିଲେ ପରୀକ୍ଷା। ଫେବୃଆରୀ ୧୭ ରୁ ମାର୍ଚ୍ଚ ୧୧ ପର୍ଯ୍ୟନ୍ତ ଚାଲିଥିଲା ପରୀକ୍ଷା।
powered by social2s

