ଓଡ଼ିଶା- ଝାଡ଼ଖଣ୍ଡ ସୀମାରେ ହାଇଆଲର୍ଟ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କୋଇଡ଼ା: ଝାଡ଼ଖଣ୍ଡର ସରଣ୍ଡା ବାଲିବା ଜଙ୍ଗଲରେ ସୁରକ୍ଷା କର୍ମୀ ଓ ନକ୍ସଲ୍‌ ଗୁଳି ବିନିମୟ ହୋଇଛି। ଏହା ପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ହାଇ ଆଲର୍ଟ ଜାରି କରାଯାଇଛି। ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୫ ଯବାନ ଆହତ ହୋଇଥିବା ସୂଚନା। ଆହତ ଯବାନଙ୍କୁ ଚିକିତ୍ସା ପାଇଁ ରାଞ୍ଚିକୁ କରାଯାଇଛି ଏୟାର୍‌ ଲିପ୍ଟିଂ। ଗୁଳି ବିନିମୟରେ ୩-୪ ନକ୍ସଲଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଆହତ ହୋଇଥିବା ଆଶଙ୍କା କରଯାଉଛି।

powered by social2s