ସୁବର୍ଣ୍ଣପୁରରେ ୧୮ରୁ ସ୍କୁଲ ଛୁଟି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ଵର: ସୁବର୍ଣ୍ଣପୁର ଜିଲ୍ଲାରେ ଆସନ୍ତାକାଲିଠୁ ୨୨ ଯାଏଁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଲେ ଜିଲ୍ଲା ପ୍ରଶାସନ। ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ, କଲେଜ ଓ ବୈଷୟିକ ଅନୁଷ୍ଠାନ ଛୁଟି ଘୋଷଣା କରାଯାଇଛି।

powered by social2s