ଖୋର୍ଦ୍ଧା : ଖୋର୍ଦ୍ଧା ବାଲୁଗାଁ ଛେଡ଼ପଡ଼ା ନିକଟରେ ଓଲଟିଲା ବସ୍। ବସ୍ରେ ଥିବା ୫୦ ଯାତ୍ରୀଙ୍କ ମଧ୍ୟରୁ ୨୦ ଗୁରୁତର ଆହତ ହୋଇଛନ୍ତି। ବସ୍ଟି ରାକମାରୁ ନୟାଗଡ଼ ଯିବା ବେଳେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଫତେଗଡ଼ ପୋଲିସ୍ ପକ୍ଷରୁ ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି।
powered by social2s