ନୟାଗଡ଼: ନୟାଗଡ଼ ଦ୍ୱିତୀୟ ବୈଷ୍ଣୋ ଦେବୀ ମନ୍ଦିରରୁ ଚୋରି ହୋଇଥିବା ଜଣାପଡ଼ିଛି। କାଳବୈଶାଖୀ ବର୍ଷା ପ୍ରଭାବରେ ବିଦ୍ୟୁତ ସେବା ବିଚ୍ଛିନ୍ନ ହୋଇଥିଲା। ଅନ୍ଧାରର ସୁଯୋଗ ନେଇ ମା’ଙ୍କର ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୁତ୍ତ। ଲୁଟ୍ ହୋଇଥିବା ଅଳଙ୍କାରର ଆନୁମାନିକ ମୂଲ୍ୟ ପ୍ରାୟ ୪୦ ଲକ୍ଷ ହେବ। ଘଟଣାସ୍ଥଳରେ ଶରଣକୁଳ ଥାନା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି।
powered by social2s

