ଭୁବନେଶ୍ୱର ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୨ ଜୀବନ୍ତ ଦଗ୍ଧ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର : ଭୁବନେଶ୍ବର ବସନ୍ତ ଭିଲ୍ଲା ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨ ଜଣ ଜୀବନ୍ତ ଦଗ୍ଧ ହୋଇଥିବା ସୂଚନା। ପ୍ୟାନେଲ ବୋର୍ଡ ସର୍ଟ ସର୍କିଟରୁ ଗାର୍ଡ ରୁମରେ ନିଆଁ ଲାଗିଥିବା ଖବର ମିଳିଛି। ଜଣେ ସୁରକ୍ଷା କର୍ମୀ ଓ କେୟାର ଟେକରଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି।

powered by social2s