ଗୁହାଳ ଘରେ ନିଆଁ ଲାଗି ୬ ଛେଳି ମୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇ ହନ୍ତପଡ଼ା ଗାଁରେ ଗୁହାଳ ଘରେ ଲାଗିଲା ନିଆଁ। ଅଗ୍ନିକାଣ୍ଡରେ ୬ଟି ଛେଳି ଓ ଗୋଟିଏ ଗାଈ ଜୀବନ୍ତ ଦଗ୍ଧ ହୋଇଥବା ସୂଚନା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।

powered by social2s